ନୂଆଦିଲ୍ଲୀ: ବଲିଉଡ ଭେଟେରାନ ଅଭିନେତା ଦିଲୀପ କୁମାର ଏବେ ଡାକ୍ତରଖାନାରୁ ଘରକୁ ଫେରିଛନ୍ତି । ସ୍ବାସ୍ଥ୍ୟଗତ ସମସ୍ୟା ହେତୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।
ଡାକ୍ତରଖାନାରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ଦିଲ୍ଲୀପ କୁମାର - ଡାକ୍ତରଖାନାରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ଦିଲ୍ଲୀପ କୁମାର
ବଲିଉଡ ଭେଟେରାନ ଅଭିନେତା ଦିଲୀପ କୁମାର ଏବେ ଡାକ୍ତରଖାନାରୁ ଘରକୁ ଫେରିଛନ୍ତି । ସ୍ବାସ୍ଥ୍ୟଗତ ସମସ୍ୟା ହେତୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅଧିକ ପଢନ୍ତୁ...

ଡାକ୍ତରଖାନାରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ଦିଲ୍ଲୀପ କୁମାର
ଦିଲ୍ଲୀପଙ୍କ ପତ୍ନୀ ସାଇରା ବାନୁ କହିଛନ୍ତି ଯେ, ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ।
ପ୍ରକାଶ ଥାଉ ଯେ, ସ୍ବାସ୍ଥ୍ୟଗତ ସମସ୍ୟା ହେତୁ ଦିଲ୍ଲୀପଙ୍କୁ କିଛି ଦିନ ପୂର୍ବରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।