ମୁମ୍ବାଇ:ଆଇପିଏଲ ୨୦୨୨ର ଉଦ୍ଘାଟନୀ ମ୍ୟାଚ୍ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ(CSK) ଓ କୋଲକାତା ନାଇଟ ରାଇଡର୍ସ(KKR) ମଧ୍ୟରେ ଖେଳାଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ମହେନ୍ଦ୍ର ସିଂହ ଧୋନିଙ୍କ ବ୍ୟାଟ୍ରୁ ରନ ବର୍ଷା ଦେଖିବାକୁ ମିଳିଛି । ଧୋନିଙ୍କ ଧୁଆଁଧାର ଅର୍ଦ୍ଧଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ନିର୍ଦ୍ଧାରିତ ୨୦ ଓଭରରେ ୫ ୱିକେଟ ହରାଇ ୧୩୧ ରନ୍ ସଂଗ୍ରହ କରିଛି । ଫଳରେ କୋଲକାତା ନାଇଟ ରାଇଡର୍ସ ସାମ୍ନାରେ ୧୩୨ ରନ୍ର ବିଜୟ ଲକ୍ଷ୍ୟ ରହିଛି ।
ମୁମ୍ବାଇ: ଆଇପିଏଲ ୨୦୨୨ର ଉଦ୍ଘାଟନୀ ମ୍ୟାଚ୍ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ ଓ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ମହେନ୍ଦ୍ର ସିଂହ ଧୋନିଙ୍କ ବ୍ୟାଟ୍ରୁ ରନ ବର୍ଷା ଦେଖିବାକୁ ମିଳିଛି । ଧୋନିଙ୍କ ଧୁଆଁଧାର ଅର୍ଦ୍ଧଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ନିର୍ଦ୍ଧାରିତ ୨୦ ଓଭରରେ ୫ ୱିକେଟ ହରାଇ ୧୩୧ ରନ୍ ସଂଗ୍ରହ କରିଛି । ଫଳରେ କୋଲକାତା ନାଇଟ ରାଇଡର୍ସ(KKR) ସାମ୍ନାରେ ୧୩୨ ରନ୍ର ବିଜୟ ଲକ୍ଷ୍ୟ ରହିଛି ।