ଶାରଜାହ:ଆଇପିଏଲର ୫୪ତମ ମ୍ୟାଚ୍ ଶାରଜାହ କ୍ରିକେଟ ଗ୍ରାଉଣ୍ଡରେ କୋଲକାତା ନାଇଟ ରାଇଡର୍ସ(KKR) ଓ ରାଜସ୍ଥାନ ରୟାଲ୍ସ(RR) ମଧ୍ୟରେ ଖେଳାଯାଉଛି । ପ୍ରଥମେ ବ୍ୟାଟିଂ କରି KKR ନିର୍ଦ୍ଧାରିତ ୨୦ ଓଭରରେ ୪ ୱିକେଟ ହରାଇ ୧୭୧ ରନ୍ ସଂଗ୍ରହ କରିଛି । ଫଳରେ ରାଜସ୍ଥାନ ସାମ୍ନାରେ ୧୭୨ ରନ୍ର ବିଜୟ ଲକ୍ଷ୍ୟ ରହିଛି ।
IPL 2021: ଗିଲ୍ଙ୍କ ଅର୍ଦ୍ଧଶତକ, KKR ୧୭୧/୪ - ରାଜସ୍ଥାନ ରୟାଲ୍ସ ବନାମ କୋଲକାତା ନାଇଟ ରାଇଡର୍ସ ମ୍ୟାଚ ଲାଇଭ
ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ ୱିକେଟ ହରାଇ ୧୭୧ ରନ୍ ସଂଗ୍ରହ କରିଛି କୋଲକାତା ନାଇଟ ରାଇଡର୍ସ । ଅଧିକ ପଢନ୍ତୁ...

IPL 2021: ଗିଲ୍ଙ୍କ ଅର୍ଦ୍ଧଶତକ, KKR ୧୭୧/୪
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ