ଚେନ୍ନାଇ:ଆଇପିଏଲର 2021ର 17ତମ ମୁକାବିଲା ମୁମ୍ବାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ରହିଛି । ରୋହିତ ଶର୍ମାଙ୍କ ନେତୃତାଧିନ ମୁମ୍ବାଇ ବିଜୟ ଧାରା ବଜାୟ ରଖିବା ଲକ୍ଷ୍ୟରେ ରହିଥିବାବେଳେ ବିଜୟ ଟ୍ରାକ୍କୁ ଫେରିବା ଲକ୍ଷ୍ୟରେ ରହିଛି କେଏଲ ରାହୁଲଙ୍କ ପଞ୍ଜାବ କିଙ୍ଗ୍ସ । ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଇଛି । ଟସ୍ ଜିତି ପଞ୍ଜାବ କିଙ୍ଗ୍ସ କ୍ୟାପଟେନ କେଏଲ ରାହୁଲ ବୋଲିଂ ନିଷ୍ପତ୍ତି ନେଇଛନ୍ତି । ଫଳରେ ପ୍ରଥମେ ବ୍ୟାଟିଂ କରିବ ମୁମ୍ବାଇ ଇଣ୍ଡିଆନ୍ସ ।
ଚୁଡାନ୍ତ ଏକାଦଶ: