ଦୁବାଇ:ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଆରମ୍ଭ ହୋଇଛି ଆଇପିଏଲ ୨୦୨୧ ଟୁର୍ଣ୍ଣାମେଣ୍ଟର ଦ୍ବିତୀୟ ପର୍ଯ୍ୟାୟ । ପ୍ରଥମ ମୁକାବିଲା ମହେନ୍ଦ୍ର ସିଂହ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ଓ ଡିଫେଣ୍ଡିଂ ଚମ୍ପିଆନ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଉଛି । ପ୍ରଥମେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି CSK କ୍ୟାପଟେନ ମହେନ୍ଦ୍ର ସିଂହ ଧୋନି ।
ମୁମ୍ବାଇ ଇଣ୍ଡିଆନ ନିୟମିତ କ୍ୟାପଟେନ ରୋହିତ ଶର୍ମାଙ୍କୁ ବିଶ୍ରାମ ଦେବା ସହ କିରଣ ପୋଲାର୍ଡଙ୍କୁ କ୍ୟାପଟେନ ଭାର ନ୍ୟସ୍ତ କରିଛି । ସେହିପରି ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମଧ୍ୟ ଚୁଡାନ୍ତ ଏକାଦଶରୁ ବାଦ୍ ଦିଆଯାଇଛି । ଅନମୋଲପ୍ରୀତ ମୁମ୍ବାଇ ପକ୍ଷରୁ ଡେବ୍ୟୁ କରିଛନ୍ତି ।
ଚୁଡାନ୍ତ ଏକାଦଶ: