ଦୁବାଇ:ଆଇପିଏଲ ୨୦୨୧ ଟୁର୍ଣ୍ଣାମେଣ୍ଟର ଫାଇନାଲ ମୁକାବିଲା ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଛି । ଟ୍ରଫି ନିଜ ନାମରେ କରିବାକୁ ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଓ ଇଆନ ମୋର୍ଗାନଙ୍କ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ଲଢେଇ ହେବ ।
ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି KKR କ୍ୟାପଟେନ ଇଆନ ମୋର୍ଗାନ । ଫଳରେ ପ୍ରଥମେ ବ୍ୟାଟିଂ କରିବ ଚେନ୍ନାଇ ସୁପର କିଙ୍ଗ୍ସ ।
ଚୁଡାନ୍ତ ଏକାଦଶ:
କୋଲକାତା ନାଇଟ ରାଇଡର୍ସ: ଶୁଭମନ ଗିଲ୍, ଭେଙ୍କଟସ ଆୟର, ରାହୁଲ ତ୍ରିପାଠୀ, ନୀତିଶ ରାଣା, ଇଆନ ମୋର୍ଗାନ, ଦିନେଶ କାର୍ତ୍ତିକ, ସାକିବ-ଅଲ ହାସନ, ସୁନୀଲ ନାରିନ, ଲୋକି ଫର୍ଗୁସନ, ବରୁଣ ଚକ୍ରବର୍ତ୍ତୀ, ଶିବମ ମାବି ।
ଚେନ୍ନାଇ ସୁପର କିଙ୍ଗ୍ସ: ଫାଫ ଡୁପ୍ଲେସିସ୍, ଋତୁରାଜ ଗାଏକ୍ବାଡ, ମୋଇନ ଅଲୀ, ଅମ୍ବାତି ରାୟୁଡୁ, ରବିନ ଉଥାପ୍ପା, ମହେନ୍ଦ୍ର ସିଂହ ଧୋନି, ରବିନ୍ଦ୍ର ଜାଡେଜା, ଡିଜେ ବ୍ରାଭୋ, ଶାର୍ଦ୍ଦୁଳ ଠାକୁର, ଦୀପକ ଚହର, ଜସ ହେଜେଲଉଡ୍ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ