ମୁମ୍ବାଇ:ଆଇପିଏଲ ୨୦୨୨ ଟୁର୍ଣ୍ଣାମେଣ୍ଟର ୨୭ତମ ମ୍ୟାଚ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି । ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ଋଷଭ ପନ୍ତ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି । ଫଳରେ ପ୍ରଥମେ ବ୍ୟାଟିଂ କରିବ ବାଙ୍ଗାଲୋର ।
ଚୁଡାନ୍ତ ଏକାଦଶ:
ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର: ଫାଫ ଡୁ ପ୍ଲେସିସ(କ୍ୟାପଟେନ୍), ଅନୁଜ ରାୱତ, ଗ୍ଳେନ ମାକ୍ସୱେଲ, ଶାହାବାଜ ଅହମ୍ମଦ, ଦିନେଶ କାର୍ତ୍ତିକ(ୱିକେଟ କିପର), ସୁୟଶ ପ୍ରଭୁଦେଶାଇ, ୱାନିନ୍ଦୁ ହସରଙ୍ଗା, ହର୍ଷଲ ପଟେଲ, ଜସ ହେଜେଲଉଡ୍, ମହମ୍ମଦ ସିରାଜ ।