ମୁମ୍ବାଇ:ଇଣ୍ଡିଆନ ପ୍ରିମିୟର ଲିଗ(IPL) 2022ର ୧୭ତମ ମ୍ୟାଚ୍ ଚେନ୍ନାଇ ସୁପର କିଙ୍ଗ୍ସ(CSK) ଓ ସନରାଇଜର୍ସ ହାଇଦ୍ରାବାଦ(SRH) ମଧ୍ୟରେ ଖେଳାଯାଉଛି । ଟସ୍ ଜିତି ହାଇଦ୍ରାବାଦ କ୍ୟାପଟେନ୍ କେନ ୱିଲିୟମସନ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି । ଫଳରେ ପ୍ରଥମେ ବ୍ୟାଟିଂ କରିବ ରବିନ୍ଦ୍ର ଜାଡେଜାଙ୍କ ନେତୃତାଧୀନ ଚେନ୍ନାଇ ସୁପରକିଙ୍ଗ୍ସ। ସନରାଇଜର୍ସ ହାଇଦ୍ରାବାଦ ପଏଣ୍ଟ ଟେବୁଲର ଶେଷରେ ଥିବାବେଳେ ଚେନ୍ନାଇ ସୁପର କିଙ୍ଗ୍ସ ପ୍ରଥମ ୩ଟି ମ୍ୟାଚ୍ରେ ପରାଜୟ ସହ ଅଷ୍ଟମ ସ୍ଥାନରେ ରହିଛି । ଫଳରେ ଉଭୟ ଟିମ ପ୍ରଥମ ବିଜୟ ସନ୍ଧାନରେ ରହିଛନ୍ତି ।
ଚୁଡାନ୍ତ ଏକାଦଶ: