ମୁମ୍ବାଇ: ଚଳିତ IPL2022 ସୁପର ସଣ୍ଡେରେ ରହିଛି ଡବଲ ହେଡର ମ୍ୟାଚ । ଆଜିର ପ୍ରଥମ ତଥା ୫୪ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(RCB) ଏବଂ ସନରାଇଜର୍ସ ହାଇଦ୍ରାବାଦ(SRH) ମଧ୍ୟରେ ଖେଳାଯାଉଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ପ୍ଲେ-ଅଫ୍ ରେସ୍ ଜୋରଦାର ହୋଇସାରିଥିବାରୁ ବିଜୟ ଲକ୍ଷ୍ୟରେ ରହିଛନ୍ତି ଉଭୟ ଦଳ । ତେବେ RCB ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନରେ ଥିବାରୁ ଏହି ମ୍ୟାଚ୍ ଅଧିକ ଗୁରୁତ୍ବ ବହନ କରୁଛି ।
ଚୂଡାନ୍ତ ଏକାଦଶ:-