ଖୋର୍ଦ୍ଧା:ଉଦ୍ଯାପିତ ହେଲା ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ । କୁଶପଲ୍ଲା ଆଥଲେଟିକ ଆସୋସିଏସନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା 35ତମ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଉଦ୍ଯାପିତ ହୋଇଛି ।
କୁଶପଲ୍ଲା ମିନି ଷ୍ଟାଡିୟମରେ ଖେଳାଯାଇଥିବା ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ମୁଖ୍ୟ ଅତିଥି ଭାବେ ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁ ଯୋଗଦେଇ ଖଳାଳିଙ୍କୁ ଉତ୍ସାହିତ କରିଥିଲେ ।