ଓଡିଶା

odisha

IND vs SA T20: କଟକ ଆସିବେ BCCI ବସ୍‌ ସୌରଭ ଗାଙ୍ଗୁଲି

By

Published : Jun 10, 2022, 4:04 PM IST

ଓଡିଶା ଆସୁଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(BCCI) ସଭାପତି ତଥା ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି । ଅଧିକ ପଢନ୍ତୁ

IND Vs SA: ଖେଳ ଦେଖିବାକୁ ଓଡିଶା ଆସିବେ BCCI ସଭାପତି ସୌରଭ ଗାଙ୍ଗୁଲି
IND Vs SA: ଖେଳ ଦେଖିବାକୁ ଓଡିଶା ଆସିବେ BCCI ସଭାପତି ସୌରଭ ଗାଙ୍ଗୁଲି

କଟକ: ଓଡିଶା ଆସିବେ BCCI ସଭାପତି ସୌରଭ ଗାଙ୍ଗୁଲି । ଜୁନ୍‌ ୧୨ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ବିତୀୟ ଟି୨୦ ମ୍ୟାଚ୍‌ ଖେଳାଯିବାକୁ ଥିବାବେଳେ କଟକ ଆସିବେ ସୌରଭ ଗାଙ୍ଗୁଲି । ଗାଙ୍ଗୁଲି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ବେଣ୍ଟି ମ୍ୟାଚ୍ ଦେଖିବାକୁ ଆସୁଥିବା ଜଣାପଡିଛି । ତେବେ ସୌରଭଙ୍କ ଗସ୍ତ ନେଇ ଓଡିଶା କ୍ରିକେଟ ଆସୋସିଏସନ(OCA) ପକ୍ଷରୁ ସୂଚନା ମିଳିଛି ।

ABOUT THE AUTHOR

...view details