ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ପଦକ ବିଜେତାଙ୍କୁ ସମ୍ମାନିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜଧାନୀ ଦିଲ୍ଲୀସ୍ଥିତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ ହେବ । ଆସନ୍ତକାଲି(ଅଗଷ୍ଟ ୧୨) ଦିନ ୧୧ଟା ବେଳେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପଦକ ବିଜୟୀଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି ।
ରାଜ୍ୟଗୋଷ୍ଠୀ କ୍ରୀଡ଼ା ପଦକ ବିଜେତାଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି - ପଦକ ବିଜୟୀଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ
ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ପଦକ ବିଜେତାଙ୍କୁ ଆସନ୍ତାକାଲି ସମ୍ମାନିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀସ୍ଥିତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ ହେବ । ଅଧିକ ପଢ଼ନ୍ତୁ
ରାଜ୍ୟଗୋଷ୍ଠୀ କ୍ରୀଡ଼ା ପଦକ ବିଜୟୀଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ଭାରତ ମୋଟ ୬୧ଟି ପଦକ ହାସଲ କରିଛି । ଅନେକ ଇଭେଣ୍ଟ୍ରେ ଜବରଦସ୍ତ ପ୍ରଦର୍ଶନ ସହ ପ୍ରଥମ କରି ପ୍ରଦକ ଜିତି ଇତିହାସ ରଚିଛନ୍ତି ବାରତୀୟ ଖେଳାଳି । ପଦକ ବିଜେତା ସମସ୍ତ କ୍ରୀଡ଼ାବିତ୍ଙ୍କୁ ଭେଟିବା ସହ ସେମାନଙ୍କୁ ସମ୍ମାନିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।