ଅନୁଗୋଳ: ତୈଳଦର ବୃଦ୍ଧି ନେଇ କଂଗ୍ରେସର ପ୍ରତିବାଦ । ଅନୁଗୋଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଲଗାତାର ତୈଳଦର ବୃଦ୍ଧି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦିଆଯିବା ସହ ପ୍ରତିବାଦ କରାଯାଇଛି । ଗୋଟିଏପଟେ ସରକାର ପ୍ରବାସୀଙ୍କୁ କାମ ଦେବାରେ ବିଫଳ ହୋଇଥିବା ବେଳେ ଅନ୍ୟପଟେ ତୈଳଦର ବୃଦ୍ଧି ଲୋକଙ୍କ ଉପରେ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି ।
ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ - ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ । ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନକୁ ଦାବିପତ୍ର ପ୍ରଦାନ । ଅଧିକ ପଢନ୍ତୁ...
ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
ତୁରନ୍ତ ସରକାର ତୈଳଦର ବୃଦ୍ଧି ପ୍ରତ୍ୟାହାର ନ କଲେ କଂଗ୍ରେସ ରାଜରାସ୍ତାକୁ ଓହ୍ଲେଇବ ବୋଲି ଚେତାବନୀ ଦେଇଛି । ଜିଲ୍ଲା କଂଗ୍ରେସ ସଭାପତିଙ୍କ ନେତୃତ୍ବରେ କଂଗ୍ରେସକର୍ମୀମାନେ ଜିଲ୍ଲା ପ୍ରଶାସନ ଜରିଆରେ ରାଷ୍ଟ୍ରପତିଙ୍କ ଉଦେଶ୍ୟ ଦାବି ପତ୍ର ପ୍ରଦାନ କରିଛନ୍ତି ।
ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ