ଅନୁଗୋଳ: ରେଳ ଧାରଣାରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର । ତାଳଚେର ବ୍ଲକ୍ ସ୍କଟଲାଣ୍ଡପୁର ଗ୍ରାମ NTPC ରେଳ ଧାରଣାରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଯୁବକ ଜଣଙ୍କ ସଇନଳି ଗ୍ରାମର ଝୁମର ଭୋଇଙ୍କ ପୁଅ ପ୍ରବୀଣ ଭୋଇ (ପପୁ) ବୋଲି ଜଣାପଡିଛି।
ରେଳଧାରଣାରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ - ଏନଟିପିସି ରେଳ ଧାରଣା
NTPC ରେଳ ଧାରଣାରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ । ଅଧିକ ପଢନ୍ତୁ
ରେଳଧାରଣାରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ରେଳଧାରଣାରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ମିଳିଥିବା ସୂଚନା ଅନୁଯାୟୀ, ଶନିବାର ଅପରାହ୍ନ ସମୟରେ ଯୁବକଙ୍କ ମୃତଦେହ NTPC ରେଳ ଧାରଣାରେ ପଡିଥିବା ସ୍କଟଲାଣ୍ଡପୁର ଗ୍ରାମବାସୀ ଦେଖିବାକୁ ପାଇଥିଲେ । ଏନେଇ ଖବର ଦେବାପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା । ତେବେ ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରିଛି ତାହା ପୋଲିସର ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ।