ବାଲେଶ୍ଵର: ଜିଲ୍ଲାରେ ସ୍ବାସ୍ଥ୍ୟ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି । ବାଲେଶ୍ବର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜିଲ୍ଲାର ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ବିକ୍ଷୋଭ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।
ବାଲେଶ୍ବର ଜିଲ୍ଲାରେ ସ୍ୱାସ୍ଥ୍ୟ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି - ବାଲେଶ୍ବର ଜିଲ୍ଲାରେ ସ୍ୱାସ୍ଥ୍ୟ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି
ବାଲେଶ୍ବର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜିଲ୍ଲାର ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ବିକ୍ଷୋଭ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଅଧିକ ପଢନ୍ତୁ...
![ବାଲେଶ୍ବର ଜିଲ୍ଲାରେ ସ୍ୱାସ୍ଥ୍ୟ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି ବାଲେଶ୍ବର ଜିଲ୍ଲାରେ ସ୍ୱାସ୍ଥ୍ୟ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି](https://etvbharatimages.akamaized.net/etvbharat/prod-images/768-512-7929087-thumbnail-3x2-bls.jpg)
ବାଲେଶ୍ବର ଜିଲ୍ଲାରେ ସ୍ୱାସ୍ଥ୍ୟ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି
ବାଲେଶ୍ବର ଜିଲ୍ଲାରେ ସ୍ୱାସ୍ଥ୍ୟ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି
ବାଲେଶ୍ଵର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାପରେ ମଧ୍ୟ ସେଠାରେ ହସ୍ପିଟାଲ ଚାଲୁ ନକରିବା ଦୁର୍ଭାଗ୍ୟଜନକ ବୋଲି ମତ ପ୍ରକାଶ ପାଇଥିଲା। ମେଡିକାଲ କଲେଜକୁ ଲାଗି ହସ୍ପିଟାଲ ପାଇଁ କେବଳ ପାଚେରୀ ନିର୍ମାଣ କରାଯାଇଥିବା ବେଳେ ତୁରନ୍ତ ହସ୍ପିଟାଲ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ଦାବି ହୋଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରମାନେ କ୍ଲିନିକରେ ରୋଗୀ ଦେଖିବା ଅଭିଯୋଗ ହୋଇଛି । ସେହପରି ଏମ୍ସ କାର୍ଯ୍ୟକ୍ଷମ କରିବାରେ ଟାଳଟୁଳ ନୀତିକୁ ମଧ୍ୟ ବିରୋଧ କରାଯାଇଛି ।
ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ,ଇଟିଭି ଭାରତ