ବାଲେଶ୍ୱର: ବାଲେଶ୍ୱର ଅବକାରୀ ବିଭାଗ ପକ୍ଷରୁ ଜଳେଶ୍ବର ପଥରପୁରା ଅଞ୍ଚଳରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରାଯାଇଛି ।
ବାଲେଶ୍ୱର ଅବକାରୀ ବିଭାଗ ଚଢାଉ, ଆନୁମାନିକ ୪ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
ବାଲେଶ୍ୱର: ବାଲେଶ୍ୱର ଅବକାରୀ ବିଭାଗ ପକ୍ଷରୁ ଜଳେଶ୍ବର ପଥରପୁରା ଅଞ୍ଚଳରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରାଯାଇଛି ।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ