ଓଡିଶା

odisha

ETV Bharat / state

ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦରେ ସିପିଆଇଏମର ବିକ୍ଷୋଭ - cpim protest in baleswar

ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦରେ ସିପିଆଇଏମର ବିକ୍ଷୋଭ । ବିଦ୍ୟୁତ ଶୁଳ୍କ ବୃଦ୍ଧି ବୋଝ ଉପରେ ନଳିତା ବିଡା ସଦୃଶ ବୋଲି ଦଳ ଅଭିଯୋଗ କରିଛି । ଅଧିକ ପଢନ୍ତୁ....

cpim protest in baleswar
ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦରେ ସିପିଆଇଏମର ବିକ୍ଷୋଭ

By

Published : Sep 30, 2020, 12:39 PM IST

ବାଲେଶ୍ବର: ସିପିଆଇଏମ ପକ୍ଷରୁ ବିଦ୍ୟୁତ ଦରବୃଦ୍ଧି ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବାଲେଶ୍ବରଫାଣ୍ଡିଛକରେ ଏହି ପ୍ରତିବାଦ କରାଯାଇଛି । କୋରୋନା ମହାମାରୀ ବେଳେ ସାଧାରଣ ଲୋକଙ୍କ ଉପରେ ବିଦ୍ୟୁତ ଶୁଳ୍କ ବୃଦ୍ଧି ବୋଝ ଉପରେ ନଳିତା ବିଡା ସଦୃଶ ବୋଲି ଦଳ ଅଭିଯୋଗ କରିଛି।

ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦରେ ସିପିଆଇଏମର ବିକ୍ଷୋଭ

କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଲୋକଙ୍କ ସ୍ବାର୍ଥକୁ ପଛରେ ପକାଇ ଘରୋଇ କମ୍ପାନୀକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗ ହୋଇଛି। ତୁରନ୍ତ ବିଦ୍ୟୁତ ଶୁଳ୍କ ବୃଦ୍ଧିକୁ ପ୍ରତ୍ୟାହାର ପାଇଁ ଦାବି ହୋଇଛି। ଏହା ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି ଚେତାବନୀ ଦିଆଯାଇଛି।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ , ଇଟିଭି ଭାରତ

ABOUT THE AUTHOR

...view details