ବାଲେଶ୍ଵର: ଫକୀରମୋହନ ବିଶ୍ୱ ବିଦ୍ୟାଳୟରେ ଛାତ୍ର ଅଶାନ୍ତି । ୟୁଜି ଏବଂ ପିଜି ଛାତ୍ରଛାତ୍ରୀଙ୍କ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ବାତିଲ କରିବା ପାଇଁ ପୂର୍ବରୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାବି ଜଣାଯାଇଥିଲା ।
ଫକୀରମୋହନ ବିଶ୍ୱ ବିଦ୍ୟାଳୟରେ ଛାତ୍ର ଅଶାନ୍ତି, ଅନିର୍ଦ୍ଦିଷ୍ଟ କାଳ ଯାଏଁ ଧାରଣା - ବାଲେଶ୍ବର ଖବର
ଫକୀରମୋହନ ବିଶ୍ୱ ବିଦ୍ୟାଳୟରେ ଛାତ୍ର ଅଶାନ୍ତି । ଅନିର୍ଦ୍ଦିଷ୍ଟ କାଳ ଯାଏଁ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ । ଅଧିକ ପଢନ୍ତୁ
ଫକୀର ମୋହନ ବିଶ୍ୱ ବିଦ୍ୟାଳୟରେ ଛାତ୍ର ଅଶାନ୍ତି
ଫକୀର ମୋହନ ବିଶ୍ୱ ବିଦ୍ୟାଳୟରେ ଛାତ୍ର ଅଶାନ୍ତି
ମାତ୍ର ସେମାନଙ୍କ ଦାବି ପୂରଣ ନହେବାରୁ ବର୍ତ୍ତମାନ ଛାତ୍ରଛାତ୍ରୀ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଫଳ ପ୍ରକାଶ କରିବାକୁ କହିଛନ୍ତି । ଏନେଇ ସେମାନଙ୍କୁ ଉତ୍ତୀର୍ଣ୍ଣ କରିବା ଦାବିରେ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଧାରଣାରେ ବସିଛନ୍ତି ।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ
Last Updated : Nov 29, 2021, 4:54 PM IST