ଓଡିଶା

odisha

By

Published : Dec 19, 2021, 9:46 AM IST

Updated : Dec 19, 2021, 10:31 AM IST

ETV Bharat / state

ବାଲେଶ୍ବରରେ ମାଛ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

ବାଲେଶ୍ବରରେ ମାଛ ବ୍ୟବସାୟୀଙ୍କୁ ବୀଭତ୍ସ ହତ୍ୟା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ । ଅଧିକ ପଢନ୍ତୁ

ବାଲେଶ୍ବରରେ ମାଛ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା
ବାଲେଶ୍ବରରେ ମାଛ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

ବାଲେଶ୍ବର: ମାଛ ବ୍ୟବସାୟୀଙ୍କୁ ବୀଭତ୍ସ ହତ୍ୟା । ଶନିବାର ବିଳମ୍ବିତ ରାତିରେ ବାଲେଶ୍ବର ସହରର ଅରଡ଼ ବଜାର ଗଳାପୋଲ ନିକଟରେ ଘଟିଛି ଏହି ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମାଛ ବ୍ୟବସାୟୀଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି । ମୃତକଙ୍କ ନାମ ରବି ସିଂ ବୋଲି ଜଣାପଡିଛି ।

ବାଲେଶ୍ବରରେ ମାଛ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

ବିଭିନ୍ନ ମାରଣାସ୍ତ୍ରରେ ରବି ସିଂଙ୍କୁ ଆକ୍ରମଣ କରାଯାଇ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଜଣାପଡିଛି । ସହଦେବଖୁଣ୍ଟା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Last Updated : Dec 19, 2021, 10:31 AM IST

ABOUT THE AUTHOR

...view details