ବାଲେଶ୍ବର: ଜିଲ୍ଲାରେ ଦିନକୁ ଦିନ ବଢିଚାଲିଛି ଅପରାଧ । ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଗୁଳି କରି ହତ୍ୟା । ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଯୁବକଙ୍କୁ ନିର୍ମମ ହତ୍ୟା, ପୂର୍ବ ଶତ୍ରୁତା ସନ୍ଦେହ - baleswar news
ଦିନ ଦ୍ବିପ୍ରହରେ ଯୁବକଙ୍କୁ ଗୁଳି କରି ହତ୍ୟା । ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଧିକ ପଢନ୍ତୁ...
ଯୁବକଙ୍କୁ ନିର୍ମମ ହତ୍ୟା, ପୂର୍ବ ଶତ୍ରୁତା ସନ୍ଦେହ
ଯୁବକଙ୍କୁ ନିର୍ମମ ହତ୍ୟା, ପୂର୍ବ ଶତ୍ରୁତା ସନ୍ଦେହ
ସୂଚନା ଅନୁସାରେ, ବାଲେଶ୍ବର ଜଗନ୍ନାଥପାଟଣା ଅଞ୍ଚଳର ରବୀନ୍ଦ୍ର ଦାସଙ୍କ ପୁଅ ବିନୋଦ କୁରୁଡ଼ା ବଜାରକୁ ମେଡିସିନ ନେବାପାଇଁ ଆସିଥିଲେ। ଔଷଧ କିଣିବା ପରେ ବିନୋଦଙ୍କ ଉପରକୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ଗୁଳି ମାରିବା ସହ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ନିର୍ମମ ଭାବେ ହତ୍ୟା କରିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ