ବାଲେଶ୍ବର: କୋରୋନା ସହ ଲଢ଼ିବା ଉଦ୍ଦେଶ୍ୟରେ ବାଲେଶ୍ଵର ଜିଲ୍ଲାରେ ପ୍ଲାଜମା ସଂଗ୍ରହ ପାଇଁ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।
ପ୍ଲାଜମା ଦାନ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ - ପ୍ଲାଜମା ଦାନ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ପ୍ଲାଜମା ସଂଗ୍ରହ ପାଇଁ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ଵର ଜିଲ୍ଲାରୁ ୩୭୧ ଜଣ ପ୍ଲାଜମା ଦେବାପାଇଁ ଆଗ୍ରହୀ ଥିବା ଜଣାପଡିଛି। ଆଗାମୀ ଦିନରେ ଡୋନର ମାନଙ୍କ ସଂଖ୍ୟା ବୃଦ୍ଧି ଦିଗରେ ଆଲୋଚନା କରାଯାଇଥିଲା।

ପ୍ଲାଜମା ଦାନ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ପ୍ଲାଜମା ଦାନ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଏହି ବୈଠକରେ ବାଲେଶ୍ଵର ଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ସମାଜସେବୀ ବିଧାୟକ, ପୂର୍ବତନ ବିଧାୟକ ଓ ପୂର୍ବତନ ସାଂସଦ ଉପସ୍ଥିତ ଥିଲେ। ବାଲେଶ୍ଵର ଜିଲ୍ଲାରୁ ୩୭୧ ଜଣ ପ୍ଲାଜମା ଦେବାପାଇଁ ଆଗ୍ରହୀ ଥିବା ଜଣାପଡିଛି। ଆଗାମୀ ଦିନରେ ଡୋନର ମାନଙ୍କ ସଂଖ୍ୟା ବୃଦ୍ଧି ଦିଗରେ ଆଲୋଚନା କରାଯାଇଥିଲା।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ