ବାଲେଶ୍ଵର: ଜିଲ୍ଲା ଜଳେଶ୍ବର ଅଞ୍ଚଳରେ ଜଣେ ଗର୍ଭବତୀ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ପରିବାର ପକ୍ଷରୁ ଜଳେଶ୍ୱର ଏସଡିପିଓଙ୍କ ନିକଟରେ ଅଭିଯୋଗ କରାଯାଇଛି ।
ଗର୍ଭବତୀ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ
ବାଲେଶ୍ଵର: ଜିଲ୍ଲା ଜଳେଶ୍ବର ଅଞ୍ଚଳରେ ଜଣେ ଗର୍ଭବତୀ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ପରିବାର ପକ୍ଷରୁ ଜଳେଶ୍ୱର ଏସଡିପିଓଙ୍କ ନିକଟରେ ଅଭିଯୋଗ କରାଯାଇଛି ।
ବାଲେଶ୍ଵରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ