ବାଲେଶ୍ବର: ଭିଜିଲାନ୍ସ ପଞ୍ଝାରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ରେଡ ମାରିଛି ଭିଜିଲାନ୍ସ ।
ସୋର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ନାମରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି ।
ଭିଜିଲାନ୍ସ ପଞ୍ଝାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ - ବାଲେଶ୍ବର ଖବର
ଭିଜିଲାନ୍ସ ପଞ୍ଝାରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ରେଡ ମାରିଛି ଭିଜିଲାନ୍ସ । ଅଧିକ ଖବର ପଢନ୍ତୁ...
![ଭିଜିଲାନ୍ସ ପଞ୍ଝାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଭିଜିଲାନ୍ସ ପଞ୍ଝାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ](https://etvbharatimages.akamaized.net/etvbharat/prod-images/768-512-5324725-thumbnail-3x2-oopjpeg.jpg)
ଭିଜିଲାନ୍ସ ପଞ୍ଝାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ
ଭିଜିଲାନ୍ସ ପଞ୍ଝାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ
ଏହାକୁ ନେଇ ଭିଜିଲାନ୍ସ ଆଜି ଏକକାଳୀନ ଭାବେ ଅଜୟଙ୍କ ବାରିପଦା, ଶୁନଗାଡ଼ିଆ, ସୋର କାର୍ଯ୍ୟାଳୟ, ପୈତୃକ ଓ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରିବା ସହ ବହୁ କାଗଜପତ୍ର ଜବତ କରିଛି । ଚଢ଼ାଉରେ ବାଲେଶ୍ଵର, ଭଦ୍ରକ, ବାରିପଦା, କେନ୍ଦୁଝର ଭିଜିଲାନ୍ସ ଟିମ ସାମିଲ ଅଛନ୍ତି ।
ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ ଓ ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ
Last Updated : Dec 10, 2019, 12:03 PM IST