ଓଡିଶା

odisha

ETV Bharat / state

ଶହୀଦ ଦିବସରେ ରକ୍ତଦାନ ଶିବିର ଅନୁଷ୍ଠିତ

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଶହୀଦ ଦିବସ ଏବଂ ସଂକଳ୍ପ ପରିବାରର ପ୍ରତିଷ୍ଠା ଦିବସ ପାଳନ କରାଯାଇଛି । ଅଧିକ ପଢନ୍ତୁ...

By

Published : Feb 14, 2021, 3:05 PM IST

ଶହୀଦ ଦିବସରେ ରକ୍ତଦାନ ଶିବିର ଅନୁଷ୍ଠିତ
ଶହୀଦ ଦିବସରେ ରକ୍ତଦାନ ଶିବିର ଅନୁଷ୍ଠିତ

ବରଗଡ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଶହୀଦ ଦିବସ ଏବଂ ସଂକଳ୍ପ ପରିବାରର ପ୍ରତିଷ୍ଠା ଦିବସ ପାଳନ କରାଯାଇଛି । ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ବୀର ଯବାନଙ୍କ ସ୍ମୃତିରେ ବରଗଡ ସଂକଳ୍ପ ପରିବାର ତରଫରୁ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ କରାଯାଇଛି ।

ଶହୀଦ ଦିବସରେ ରକ୍ତଦାନ ଶିବିର ଅନୁଷ୍ଠିତ

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ରକ୍ତଦାନ ଶିବିରର ଶୁଭାରମ୍ଭ କରଯାଇଥିଲା । ବରଗଡ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଂକଳ୍ପ ପରିବାରର ଏହି କାର୍ଯ୍ୟକ୍ରମକୁ ପ୍ରସଂଶା କରିବା ସହ ଶହୀଦ ଯବାନ ମାନେ ଆଗାମୀ ପୀଢି ପାଇଁ ଆଦର୍ଶ ହେବେ ବୋଲି ମତ ଦେଇଥିଲେ ।

ବରଗଡରୁ ରାଜେଶ ସରାପ, ଇଟିଭି ଭାରତ

ABOUT THE AUTHOR

...view details