ଓଡିଶା

odisha

By

Published : Jul 25, 2020, 11:39 AM IST

ETV Bharat / state

ପୁଣି ଭଦ୍ରକରୁ 28 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ପୁଣି ଭଦ୍ରକ ଜିଲ୍ଲାରେ 28 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 512ରେ ପହଞ୍ଚିଛି । ଏପଟେ ଜିଲ୍ଲାରେ ସ୍ଥାନୀୟ ସଂକ୍ରମଣ ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି।

corona
ପୁଣି ଭଦ୍ରକରୁ 28 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭଦ୍ରକ: ପୁଣି ଭଦ୍ରକ ଜିଲ୍ଲାରେ 28 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 512ରେ ପହଞ୍ଚିଛି । ଏପଟେ ଜିଲ୍ଲାରେ ସ୍ଥାନୀୟ ସଂକ୍ରମଣ ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି।

ପୁଣି ଭଦ୍ରକରୁ 28 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଶନିବାର ଚିହ୍ନଟ 28 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ 10 ଜଣ କ୍ୱାରେଣ୍ଟାଇନରେ ଥିବାବେଳେ 18 ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି। ଯାହାକି ଜିଲ୍ଲା ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥାର କାରଣ ପଲଟିଛି । ଜିଲ୍ଲାରେ ମୋଟ 512 ଆକ୍ରାନ୍ତଙ୍କ ମଧ୍ୟରୁ 360 ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 150 ଜଣ ଆକ୍ରାନ୍ତ ଏବେବି ଚିକିତ୍ସିତ ହେଉଛନ୍ତି। ଅଦ୍ୟାବଧି ଜିଲ୍ଲାରୁ ମୋଟ 16041 ଟି ନମୁନା ପରୀକ୍ଷା କରାଯାଇଥିବା ଜିଲ୍ଲାପାଳ ଜ୍ଞାନ ଦାସ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି।

ପୁଣି ଭଦ୍ରକରୁ 28 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details