ଭଦ୍ରକ: ବିଜେପି ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି। ଭଦ୍ରକ ଜିଲ୍ଲା ବାସୁଦେବପୁର ବିଜେପି ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କରି ସ୍ଥାନୀୟ ରାମ ମନ୍ଦିର ଠାରେ ପୂଜାର୍ଚ୍ଚନା କରାଯାଇଛି ।
ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କଲା ବିଜେପି - ବିଜେପି
ଭଦ୍ରକ ଜିଲ୍ଲା ବାସୁଦେବପୁର ବିଜେପି ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କରି ସ୍ଥାନୀୟ ରାମ ମନ୍ଦିରଠାରେ ପୂଜା ଅର୍ଚ୍ଚନା କରାଯାଇଛି ।

ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କଲା ବିଜେପି
ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କଲା ବିଜେପି
ଏହି ପୂଜାରେ ବାସୁଦେବପୁର ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମାଧବାନନ୍ଦ ମଲ୍ଲିକଙ୍କ ସହ ଦଳର ବରିଷ୍ଠ ନେତା ଓ କର୍ମୀ ପ୍ରମୁଖ ଉପସ୍ଥିତ ରହି ପ୍ରଭୁ ରାମଚନ୍ଦ୍ରଙ୍କ ପାଖରେ ତାଙ୍କର ଆଶୁଆରୋଗ୍ୟ କାମନା କରିଛନ୍ତି।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ
Last Updated : Aug 3, 2020, 7:52 PM IST