ଓଡିଶା

odisha

ETV Bharat / state

ନଦୀପଠାରୁ ନବଜାତର ମୃତଦେହ ଉଦ୍ଧାର - ସାଳନ୍ଦୀ ସେତୁ ନିକଟରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ସରମଙ୍ଗା ନଦୀଘାଟର ସାଳନ୍ଦୀ ସେତୁ ନିକଟରୁ ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

By

Published : Nov 13, 2019, 5:54 PM IST


ଭଦ୍ରକ: ଓଲଙ୍ଘ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସରମଙ୍ଗା ନଦୀଘାଟର ସାଳନ୍ଦୀ ସେତୁ ନିକଟରୁ ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି । ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମୃତଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୁଲିସ ତଦନ୍ତ ଆରମ୍ଭ କରିଛି। ମୃତ ଶିଶୁ କେମିତି ଆସିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details