ବୌଦ୍ଧ: ସର୍ଭେ ମାଧ୍ୟମରେ ନବୀନ ପଟ୍ଟନାୟକ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ଜଣା ପଡିବା ପରେ ସବୁଆଡେ ଖୁସିର ଲହରୀ ଖେଳିଯାଇଛି । ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ବୌଦ୍ଧ ନିର୍ବାଚନ ମଣ୍ଡଳୀର ବିଜେଡି ନେତା ଓ କର୍ମୀମାନେ ଏନଏସି ଛକଠାରେ ଲୋକଙ୍କୁ ମିଷ୍ଟାନ୍ନ ବଣ୍ଟନ କରି ଖୁସି ପାଳନ କରିଥିଲେ ।ଏହି ଅବସରରେ ବୌଦ୍ଧ ବିଧାୟକ ଖୋଦ କର୍ମୀଙ୍କୁ ମିଠା ବାଣ୍ଟିବା ସହ ଜିଲ୍ଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ।
ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ବିଧାୟକ - ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ବିଧାୟକ
ସର୍ଭେ ମାଧ୍ୟମରେ ନବୀନ ପଟ୍ଟନାୟକ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ଜଣା ପଡିବା ପରେ ଲୋକଙ୍କୁ ମିଷ୍ଟାନ୍ନ ବାଣ୍ଟି ଖୁସି ମନାଇଲେ ବୌଦ୍ଧ ନିର୍ବାଚନ ମଣ୍ଡଳୀର ବିଜେଡି ନେତା ଓ କର୍ମୀମାନେ । ଅଧିକ ପଢନ୍ତୁ...

ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ବିଧାୟକ
ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ବିଧାୟକ
ଜିଲ୍ଲାର ବିକାଶର ଧାରା ବଜାୟ ସହିତ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନା ପାଇଁ ମଧ୍ୟ ବିଧାୟକ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ।
ବୌଦ୍ଧରୁ ସତ୍ୟ ନାରାୟଣ ପାଣି, ଇଟିଭି ଭାରତ
TAGGED:
boudh MLA