ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟ ମନ୍ତ୍ରୀପରିଷଦ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଂଧ୍ୟା 5ଟା 45 ସମୟରେ ଏହି ବୈଠକ ହେବ ।
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ 2019-20 ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟକୁ ଅନୁମୋଦନ ମିଳିବା ନେଇ ଜଣାପଡିଛି ।