ଓଡିଶା

odisha

By

Published : Nov 23, 2020, 9:52 PM IST

ETV Bharat / state

ସିଏମସିରେ ଖସୁଛି କୋରୋନା ସଂକ୍ରମଣ, ଆଜି ୧୫ ପଜିଟିଭ ଚିହ୍ନଟ

କଟକ ମହାନଗର ନିଗମରେ ଆଜି ୧୫ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୭୦୩ ଆକ୍ରାନ୍ତ ଚିହ୍ନଟ କରାଯାଇଛି । ଅଧିକ ପଢନ୍ତୁ...

ସିଏମସିରେ ଖସୁଛି କୋରୋନା ସଂକ୍ରମଣ, ଆଜି ୧୫ ପଜିଟିଭ ଚିହ୍ନଟ
ସିଏମସିରେ ଖସୁଛି କୋରୋନା ସଂକ୍ରମଣ, ଆଜି ୧୫ ପଜିଟିଭ ଚିହ୍ନଟ

କଟକ: କଟକ ମହାନଗର ନିଗମରେ ଆଜି ୧୫ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ୫ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୦ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୭୦୩ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୧୫ ହଜାର ୪୬୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୮୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ୧୫୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details