କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ମୋଟ 6579ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତାଲାବନ୍ଦ ନିୟମ ଉଲଙ୍ଘନ, 24 ଘଣ୍ଟାରେ 23 ମାମଲା ରୁଜୁ
ତାଲାବନ୍ଦ ନିୟମକୁ ଉଲଙ୍ଘନ ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ 6579ଟି ମାମଲା ରୁଜୁ କରାଯାଇଛି । ଅଧିକ ପଢନ୍ତ..
ତାଲାବନ୍ଦ ନିୟମ ଉଲଙ୍ଘନ, 24 ଘଣ୍ଟାରେ 23 ମାମଲା ରୁଜୁ
ସେହିପରି ରବିବାର ସକାଳୁ ସୋମବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ 23ଟି ମାମଲା ରୁଜୁ କରାଯାଇଛି । ଏହି 23ଟି ମାମଲା ମଧ୍ୟରୁ 21ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବାବେଳେ ଅନ୍ୟ 2ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ