ଓଡିଶା

odisha

ETV Bharat / state

ସିଏମସିରେ ଆଉ ୩୨ କୋରୋନା ପଜିଟିଭ,୨୦ ଲୋକାଲ - ସିଏମସିରେ ଆଜି ୩୨ କୋରୋନା ପଜିଟିଭ ଚିହ୍ନଟ

ସିଏମସିରେ ଆଉ ୩୨ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ୨ ଜଣ ହୋମକ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୦ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

ସିଏମସିରେ ଆଜି ୩୨ କୋରୋନା ପଜିଟିଭ ଚିହ୍ନଟ,୨୦ ଲୋକାଲ
ସିଏମସିରେ ଆଜି ୩୨ କୋରୋନା ପଜିଟିଭ ଚିହ୍ନଟ,୨୦ ଲୋକାଲ

By

Published : Nov 20, 2020, 8:34 PM IST

କଟକ: ସିଏମସିରେ ଆଜି ୩୨ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ୨ ଜଣ ହୋମକ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୦ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ସେହିପରି ୨୦ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୬୩୯ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୧୫ ହଜାର ୩୫୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୮୧ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୨୦୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । କଟକ ମହାନଗର ନିଗମରେ ଆଜି ଜଣଙ୍କର ମୃତ୍ୟ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details