କଟକ: ଆସନ୍ତା ଜୁଲାଇ 17ରୁ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ଟୁର୍ଣ୍ଣାମେଣ୍ଟ କଟକର ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଖେଳାଯିବ । ଏନେଇ କ୍ରୀଡା ସଚିବ ବିଶାଳ ଦେବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।
ଜୁଲାଇ 17ରୁ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ଟୁର୍ଣ୍ଣାମେଣ୍ଟ - july 17
ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ଟୁର୍ଣ୍ଣାମେଣ୍ଟ ପାଇଁ କ୍ରୀଡା ସଚିବ ବିଶାଳ ଦେବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।
ଫଟୋ ସୌଜନ୍ୟ: ସମ୍ବାଦଦାତା, କଟକ
ଏହି ସମୀକ୍ଷା ବୈଠକରେ ପୋଲିସ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଭାଗ ନେଇଥିଲେ । ଏହି ଟୁର୍ଣ୍ଣାମେଣ୍ଟରେ 16ଟି ଦେଶ ଭାଗ ନେବେ ।
କଟକରୁ ପ୍ରଭୁକଲ୍ୟାଣ ପାଲ, ଇଟିଭି ଭାରତ
Last Updated : Jun 22, 2019, 12:43 PM IST