ଓଡିଶା

odisha

By

Published : Nov 18, 2020, 8:52 PM IST

ETV Bharat / state

ସିଏମସିରେ ଆଜି ୨୯ ପଜିଟିଭ ଚିହ୍ନଟ, ୧୫ ଲୋକାଲ

କଟକ ମହାନଗର ନିଗମରେ ଆଜି ୨୯ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୫୮୨ ଆକ୍ରାନ୍ତ ଚିହ୍ନଟ କରାଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ସିଏମସିରେ ଆଜି ୨୯ ପଜିଟିଭ ଚିହ୍ନଟ, ୧୫ ଲୋକାଲ
ସିଏମସିରେ ଆଜି ୨୯ ପଜିଟିଭ ଚିହ୍ନଟ, ୧୫ ଲୋକାଲ

କଟକ: କଟକ ମହାନଗର ନିଗମରେ ଆଜି ୨୯ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ଜଣେ ହୋମକ୍ଵାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୩ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ସେହିପରି ୧୫ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।


ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୫୮୨ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୧୫ ହଜାର ୧୮୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୭୯ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୩୨୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details