କଟକ: ତାଲାବନ୍ଦ ନିୟମକୁ ଉଲ୍ଲଂଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୪୭୭ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ରବିବାର ପର୍ଯ୍ୟନ୍ତ ଏତିକି ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଲକଡାଉନ ନିୟମ ଉଲ୍ଲଂଘନ ମାମଲା, ୨୪ ଘଣ୍ଟାରେ ୮ ଟି ମାମଲା ରୁଜୁ
ତାଲାବନ୍ଦ ନିୟମକୁ ଉଲ୍ଲଂଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ରବିବାର ପର୍ଯ୍ୟନ୍ତ ମୋଟ ୭୪୭୭ ଟି ମାମଲା ରୁଜୁ କରାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୮ ଟି ମାମଲା ରୁଜୁ ହୋଇଥିବା ପୋଲିସ ମୁଖ୍ୟାଳୟରୁ ସୂଚନା ମିଳିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
ଲକଡାଉନ ନିୟମ ଉଲ୍ଲଙ୍ଘନ ମାମଲା
ଶନିବାର ସକାଳୁ ରବିବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୮ଟି ମାମଲା ରୁଜୁ କରାଯାଇଛି । ସମସ୍ତ ୮ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ