କଟକ:ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୫୭୧୪ ଟି ମାମଲା ରୁଜୁ କରାଯାଇଛି । ଗତ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଲକଡାଉନକୁ ଫୁ ,୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୪୫ଟି ମାମଲା ରୁଜୁ - ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୪୫ ଟି ମାମଲା ରୁଜୁ
ଲକଡାଉନ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ 24 ଘଣ୍ଟା ମଧ୍ୟରେ ମୋଟ ୫୭୧୪ ଟି ମାମଲା ରୁଜୁ କରାଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୪୫ଟି ମାମଲା ରୁଜୁ
ଶନିବାର ସକାଳଠାରୁ ରବିବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୪୫ ଟି ମାମଲା ରୁଜୁ କରାଯାଇଛି । ଏହି ୪୫ ଟି ମାମଲା ମଧ୍ୟରୁ ୪୦ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ ହୋଇଥିବା ବେଳେ,୨ଟି ମାମଲା ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ ହୋଇଛି । ତେବେ ୩ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ