ମ୍ୟାଲେରିଆ ରିସର୍ଚ୍ଚ ସେଣ୍ଟର ବନ୍ଦ ପ୍ରସଙ୍ଗ, କେନ୍ଦ୍ରକୁ ହାଇକୋର୍ଟଙ୍କ ଜବାବ ତଲବ
ମ୍ୟାଲେରିଆ ରିସର୍ଚ୍ଚ ସେଣ୍ଟର ବନ୍ଦ ପ୍ରସଙ୍ଗ
15:07 February 22
ମ୍ୟାଲେରିଆ ରିସର୍ଚ୍ଚ ସେଣ୍ଟର ବନ୍ଦ ପ୍ରସଙ୍ଗ, କେନ୍ଦ୍ରକୁ ହାଇକୋର୍ଟଙ୍କ ଜବାବ ତଲବ
କଟକ: ରାଉରକେଲାରେ ମ୍ୟାଲେରିଆ ରିସର୍ଚ୍ଚ ସେଣ୍ଟର ବନ୍ଦ ହେବା ସମ୍ପର୍କୀତ ମାମଲା । ଏନେଇ କେନ୍ଦ୍ର ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ ।
ଆସନ୍ତା ମାର୍ଚ୍ଚ ୮ ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ରାଜ୍ୟର ଏକମାତ୍ର ମ୍ୟାଲେରିଆ ରିସର୍ଚ୍ଚ ସେଣ୍ଟରକୁ ବନ୍ଦ କରିବା ଲାଗି ନିଷ୍ପତି ହୋଇଥିଲା । ଏହାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଛି ଜନସ୍ବାର୍ଥ ମାମଲା ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ
Last Updated : Feb 22, 2021, 6:53 PM IST