ଓଡିଶା

odisha

ETV Bharat / state

ଟ୍ରକ ଧକ୍କାରେ ସ୍କୁଟି ଚାଳକ ମୃତ

ଚାନ୍ଦବାଲି ରାସ୍ତାର କଳାଗିନି ଛକ ନିକଟରେ ଟ୍ରକ ଧକ୍କାରେ ସ୍କୁଟି ଚାଳକ ମୃତ। ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ।

By

Published : Jul 11, 2019, 11:14 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, କଟକ


କଟକ: ଚାନ୍ଦବାଲି ରାସ୍ତାର କଳାଗିନି ଛକ ନିକଟରେ ସଡକ ଦୁର୍ଘଟଣା । ଟ୍ରକ ସ୍କୁଟିକୁ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ସ୍କୁଟି ଚାଳକଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନଥିବାବେଳେ ତାଙ୍କ ଘର ନିଶ୍ଚିନ୍ତକୋଇଲି ବ୍ଲକ ଅସୁରେଶ୍ୱର ବୋଲି ଜଣାପଡ଼ିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କଟକ

ସେପଟେ ଘଟଣାସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି । ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଅପରପକ୍ଷେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details