କଟକ:ଯୋବ୍ରା ଆନିକଟ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ମୃତ ଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେଇଥିଲେ । ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।
ଯୋବ୍ରା ଆନିକଟ ନିକଟରୁ ଅଜଣା ମୃତଦେହ ଉଦ୍ଧାର,କାରଣ ଅସ୍ପଷ୍ଟ - Jobra Anikot
ଯୋବ୍ରା ଆନିକଟ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ତେବେ ମୃତ ବ୍ୟକ୍ତିଙ୍କର ପରିଚୟ ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ । ତଦନ୍ତ ଜାରି । ଅଧିକ ପଢନ୍ତୁ...

ଯୋବ୍ରା ଆନିକଟ ନିକଟରୁ ଅଜଣା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ହତ୍ୟା ନାଁ ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ । ଅନ୍ୟପଟେ ଉକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ