ଓଡିଶା

odisha

ETV Bharat / state

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ବିଜେପି ପକ୍ଷରୁ ରକ୍ତଦାନ ଶିବିର - ବିଜେପି ପକ୍ଷରୁ ରକ୍ତଦାନ ଶିବିର

ଢେଙ୍କାନାଳରେ ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଗଁଦିଆ ଶିଶୁମନ୍ଦିର ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଢେଙ୍କାନାଳର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ରଙ୍କ ନେତୃତ୍ୱରେ ଏହି ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା । ଅଧିକ ପଢନ୍ତୁ...

_blood donation camp in dkenkanal
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ବିଜେପି ପକ୍ଷରୁ ରକ୍ତଦାନ ଶିବିର

By

Published : Sep 17, 2020, 8:31 PM IST

ଢେଙ୍କାନାଳ: ଢେଙ୍କାନାଳ ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଗଁଦିଆ ଶିଶୁମନ୍ଦିର ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଢେଙ୍କାନାଳର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ରଙ୍କ ନେତୃତ୍ୱରେ ଏହି ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା ।

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ବିଜେପି ପକ୍ଷରୁ ରକ୍ତଦାନ ଶିବିର


ଏଥିରେ ଢେଙ୍କାନାଳର ମିଡ଼ିଆ ସେଲ ସଭାପତି ନବ କିଶୋର ଗୁରୁ, ଢେଙ୍କାନାଳ ଯୁବ ମୋର୍ଚ୍ଚା ସେକ୍ରେଟାରୀ ଏମ.ଜେ ମହିମା, ଗଁଦିଆରୁ ରତିକାନ୍ତ ସାହୁ, ପ୍ରଦୀପ କୁମାର ଦାସ, ଲଳିତ ମୋହନ ଦାସ, ସଳେନ୍ଦ୍ର ସିଂ ଓ ଅନ୍ୟ କର୍ମୀମାନେ ଉପସ୍ଥିତ ଥିଲେ । ଏହି ଅବସରରେ 100ରୁ ଊର୍ଦ୍ଧ୍ବ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ABOUT THE AUTHOR

...view details