ଓଡିଶା

odisha

By

Published : Apr 28, 2022, 1:28 PM IST

ETV Bharat / state

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର । ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଅଧିକ ପଢନ୍ତୁ

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ଢେଙ୍କାନାଳ: ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ହେଲେ ଭୁବନ ଅଁଳାଝରୀ ଗାଁର ଦଣ୍ଡୁଆ ପାତ୍ର । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ସୂଚନା ଅନୁସାରେ, ଦଣ୍ଡୁଆ ଆଜକୁ ଏକ ମାସ ହେଲା ଓଡିଶ ପଞ୍ଚାୟତର ରଗଡିପଡା ସ୍ଥିତ ନିଜ ସମ୍ପର୍କୀୟଙ୍କ ଘରକୁ ଆସିଥିଲେ । ତେବେ ଆଜି ସକାଳେ ରଗଡିପଡା ଗାଁ ନିକଟ ଝରଣା ଶାଳ ଜଙ୍ଗଲରେ ଏକ ଗଛରେ ଦଣ୍ଡୁଆର ଝୁଲନ୍ତା ମୃତଦେହ ଲୋକେ ଦେଖିଥିଲେ । ପରେ ଗ୍ରାମବାସୀ ଭୁବନ ଥାନାକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଭୁବନ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଚଳାଇଛି । ତେବେ, ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ABOUT THE AUTHOR

...view details