ଓଡିଶା

odisha

By

Published : Sep 28, 2020, 7:22 PM IST

ETV Bharat / state

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲା ମାରୁତି ସେନା

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁର ସିବିଆଇ ତଦନ୍ତ ଦାବି । ଢେଙ୍କାନାଳ ଯୁବ ସଙ୍ଗଠନ ମାରୁତି ସେନା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର ଦିଆଯାଇଛି ।

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲା ମାରୁତି ସେନା
ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲା ମାରୁତି ସେନା

ଢେଙ୍କାନାଳ: ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁର ସିବିଆଇ ତଦନ୍ତ ଦାବି । ଢେଙ୍କାନାଳ ଯୁବ ସଙ୍ଗଠନ ମାରୁତି ସେନା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର ଦିଆଯାଇଛି ।

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲା ମାରୁତି ସେନା
ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲା ମାରୁତି ସେନା

ଆଦିତ୍ୟ ଦାସଙ୍କ ମୃତ୍ୟୁକୁ ନେଇ ବର୍ତ୍ତମାନ କ୍ରାଇମବ୍ରାଞ୍ଚ ତଦନ୍ତ ସନ୍ତୋଷଜନକ ନୁହେଁ । ତେଣୁ ଏହି ମାମଲାରେ ଖୁବଶୀଘ୍ର ସିବିଆଇ ତଦନ୍ତ କରାଗଲେ ସତ୍ୟ ସାମ୍ନାକୁ ଆସିବ ବୋଲି କହିଛନ୍ତି ମାରୁତୀ ସେନା ସଭାପତି ଓ କର୍ମକର୍ତ୍ତା ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ABOUT THE AUTHOR

...view details