ଗଜପତି: 10 ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଜପତି ଜିଲ୍ଲା ମୋହନା ଥାନା ଡେଙ୍ଗାସର୍ଗି ଗାଁରେ ଏକ ଦଶମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଛାତ୍ରୀ ଜଣକ ମସିକା ମଲ୍ଲିକ ବୋଲି ଜଣାପଡିଛି ।
ଦଶମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - student sucide in gajapati
ଗଜପତି ଜିଲ୍ଲା ମୋହନା ଥାନା ଡେଙ୍ଗାସର୍ଗି ଗାଁରେ ଏକ ଦଶମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଛାତ୍ରୀ ଜଣକ ମସିକା ମଲ୍ଲିକ ବୋଲି ଜଣାପଡିଛି ।
10 ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ତେବେ ଛାତ୍ରୀ ଜଣଙ୍କ ଚଳିତ ମାଟ୍ରିକ ପରୀକ୍ଷା ଦେଇଥିବା ବେଳେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଏପଟେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ
TAGGED:
student sucide in gajapati