ଗଜପତି:ଜିଲ୍ଲା ମାର୍ଲବା ଘାଟିରେ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ । ଏଥିରେ ୫୦ ଜଣ ଆହତ ହୋଇଥିବା ସୂଚନା । ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ, ୫୦ ଆହତ - ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ
ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧିନ ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ । ଏଥିରେ ୫୦ ଜଣ ଆହତ ହୋଇଥିବା ସୂଚନା । ଅଧିକ ପଢନ୍ତୁ
ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ, ୫୦ ଆହତ
ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ, ୫୦ ଆହତ
ସୂଚନାଅନୁସାରେ, ରାୟଗଡା ଜିଲ୍ଲା ଗୁଣୁପୁର ବ୍ଲକ ଅଧିନ ସିନ୍ଧୁବା ଗ୍ରାମର ୫୦ ଜଣକୁ ନେଇ ରାୟଗଡ଼ ବ୍ଲକ ଅଧିନ କୁମୁଲାସିଂ ଗ୍ରାମକୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ପିକଅପ ଭ୍ୟାନଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଫଳରେ ପିକଅପ ଭ୍ୟାନରେ ଥିବା ୫୦ ଜଣ ଆହତ ହୋଇଛନ୍ତି ।ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବା ନେଇ ସୂଚନା ରହିଛି । ଏନେଇ ଖବର ପାଇ ରାୟଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।
ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ
Last Updated : Apr 27, 2022, 1:19 PM IST