ଓଡିଶା

odisha

ETV Bharat / state

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ, 3 ଆହତ - ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ

ଇଙ୍ଗୀନାଠି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଖଣ୍ଡାରେ ଆକ୍ରମଣ । ଏହି ଘଟଣାରେ ଗୋଟିଏ ପରିବାରର ତିନି ଜଣ ଆହତ ହୋଇଛନ୍ତି । ଅଧିକ ପଢନ୍ତୁ...

ଫଟୋ ସୌଜନ୍ୟ: ପ୍ରତିନିଧି, ଭଞ୍ଜନଗର

By

Published : Nov 2, 2019, 5:09 AM IST

ଭଞ୍ଜନଗର: ବେଲଗୁଣ୍ଠା ଫାଣ୍ଡି ଅନ୍ତର୍ଗତ ଇଙ୍ଗୀନାଠି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଖଣ୍ଡାରେ ଆକ୍ରମଣ କରାଯାଇଛି । ଏହି ଘଟଣାରେ ଗୋଟିଏ ପରିବାରର ତିନିଜଣ ଆହତ ହୋଇଛନ୍ତି । ଖବର ପାଇ ବେଲଗୁଣ୍ଠା ପୋଲିସ ଆହତମାନଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଛି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଭଞ୍ଜନଗର


ଅଭିଯୁକ୍ତ ଶତ୍ରୁଘ୍ନ ଗୌଡ଼କୁ ପୋଲିସ ଫାଣ୍ଡିରେ ଅଟକ ରଖିବା ସହ ଘଟଣାର ତଦନ୍ତ ଜାରି ରଖିଛି ।


ଭଞ୍ଜନଗରରୁ ରଞ୍ଜନ ସ୍ବାଇଁ, ଇଟିଭି ଭାରତ

ABOUT THE AUTHOR

...view details