ବ୍ରହ୍ମପୁର: ସହର ଉପକଣ୍ଠ ଦିଗପହଣ୍ଡି ଥାନା ଅନ୍ତର୍ଗତ ବନ୍ଥପଲ୍ଲୀ ଗ୍ରାମରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଗୁରୁତର ଆହତ ହୋଇଥିବା ଯୁବକ ଜଣକ ଉକ୍ତ ଗ୍ରାମ ବାଲିସାହିର ପଞ୍ଚୁ ଭୂୟାଁ। ଗ୍ରାମର ଛକ ମନ୍ଦିର ନିକଟରେ ରାସ୍ତା ଉପରେ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବାର ଅଭିଯୋଗ ହୋଇଛି ।
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଏମକେସିଜିରେ ଭର୍ତ୍ତି - ମରଣାନ୍ତକ ଆକ୍ରମଣ
ବ୍ରହ୍ମପୁର ସହର ଉପକଣ୍ଠ ଦିଗପହଣ୍ଡି ଥାନା ଅନ୍ତର୍ଗତ ବନ୍ଥପଲ୍ଲୀ ଗ୍ରାମରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଗୁରୁତର ଆହତ ହୋଇଥିବା ଯୁବକ ଜଣକ ଉକ୍ତ ଗ୍ରାମ ବାଲିସାହିର ପଞ୍ଚୁ ଭୂୟାଁ। ଅଧିକ ପଢନ୍ତୁ...
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଏମକେସିଜିରେ ଭର୍ତ୍ତି
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଏମକେସିଜିରେ ଭର୍ତ୍ତି
ପଞ୍ଚୁ ସକାଳେ ନିକଟସ୍ଥ ନାଳକୁ ଗାଧୋଇବାକୁ କରିବାକୁ ଯାଇଥିବା ବେଳେ 8 ଜଣ ଦୁର୍ବୃତ୍ତ ମିଳିତ ଭାବରେ ଆକ୍ରମଣ କରିଥିବା ଜଣାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ହତ୍ୟା ଉଦ୍ୟମ କରାଯାଇଥିବା ବେଳେ ଗୁରୁତର ଅବସ୍ଥାରେ ଆହତ ଯୁବକଙ୍କୁ ଏମକେସିଜି ମେଡିକାଲ ସ୍ଥାନାନ୍ତର କରାଯାଇଛି ।
ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ