ଓଡିଶା

odisha

By

Published : Sep 10, 2019, 11:37 PM IST

ETV Bharat / state

ବିଜେଡିର କାର୍ଯ୍ୟକାରଣୀ ବୈଠକ ଅନୁଷ୍ଠିତ

ବିଜେଡି ସଭ୍ୟ ସଂଗ୍ରହ ପାଇଁ ଚାଲିଛି ପ୍ରୟାସ । ଏଥିପାଇଁ ଜିଲ୍ଲାର ସୋରଡା ଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି।

ଫଟୋ ସୌଜନ୍ୟ: ପ୍ରତିନିଧି, ଭଞ୍ଜନଗର

ଭଞ୍ଜନଗର: ଗଞ୍ଜାମ ସୋରଡ଼ା ଠାରେ ଅନୁଷ୍ଠିତ ହୋଇଯାଇଛି ବିଜେଡିର ଜିଲ୍ଲାସ୍ତରୀୟ କାର୍ଯ୍ୟକାରିଣୀ ବୈଠକ। ଏଥିରେ ଜିଲ୍ଲାର ସମସ୍ତ କାର୍ଯ୍ୟକାରିଣୀ ସଭ୍ୟ, ବିଧାୟକ, ମନ୍ତ୍ରୀ ଉପସ୍ଥିତ ରହିଥିଲେ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଭଞ୍ଜନଗର

ଏହି ଅବସରରେ ଦଳୀୟ ନେତା ମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟର ଆଲୋଚନା କରିଥିଲେ। ଚଳିତ ବର୍ଷ ଏକ କୋଟି ସଭ୍ୟ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି ଏବଂ ଷଷ୍ଠ ଥର ମଧ୍ୟ ନବୀନଙ୍କୁ ଜିତାଇବା ପାଇଁ ଦଳ ପକ୍ଷରୁ ଉଦ୍ୟମ କରାଯିବ ବୋଲି କୁହାଯାଇଛି।

ଭଞ୍ଜନଗରରୁ ରଞ୍ଜନ ସ୍ୱାଇଁ, ଇଟିଭି ଭାରତ

ABOUT THE AUTHOR

...view details