ଭଞ୍ଜନଗର: ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ହନୁମାନ ସାହିରେ ଗୋଟିଏ ଘରୁ ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ହେଲେ ସୁଧୀର ପଣ୍ଡାଙ୍କ ପତ୍ନୀ ମିତା ପଣ୍ଡା । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ମିତା ଚାରି ମାସର ଗର୍ଭବତୀ ଥିବା ସୂଚନା ରହିଛି ।
ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସ୍ବାମୀ ନାଁରେ ଆସିଲା ନିର୍ଯାତନା ଅଭିଯୋଗ
ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଅଞ୍ଚଳରେ ଏକ ଘରୁ ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଅଧିକ ପଢ଼ନ୍ତୁ
ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସ୍ବାମୀ ନିର୍ଯାତନା ଦେଉଥିବା ଅଭିଯୋଗ
ତେବେ ମିତାଙ୍କ ସ୍ୱାମୀ ତାଙ୍କୁ ବିଭିନ୍ନ ସମୟରେ ମାରପିଟ କରିବା ସହିତ ଗଳି ଗୁଲଜ କରୁଥିଲେ ତେଣୁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛନ୍ତି ମୃତ ମହିଳାଙ୍କ ବାପା ଅଭିଯୋଗ କରିଛନ୍ତି । ଅନ୍ୟପଟେ ଖବର ପାଇ କବିସୂର୍ଯ୍ୟନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି l
ଇଟିଭି ଭାରତ, ଭଞ୍ଜନଗର