ଜଗତସିଂହପୁର: ଦୁଇଟି ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କଲେ ଜିଲ୍ଲାପାଳ । ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର 2ଟି ବିଦ୍ୟାଳୟକୁ ପୋଷ୍ୟ ବିଦ୍ୟାଳୟ ଭାବେ ଗ୍ରହଣ କରିଛନ୍ତି ।
ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ନିଜ ଗାଁ ସ୍କୁଲ, ଭଗ୍ନୀ ନିବେଦିତା ବିଦ୍ୟାଳୟକୁ ପୋଷ୍ୟ ବିଦ୍ୟାଳୟ ଭାବେ ଗ୍ରହଣ କରିଥିବାବେଳେ କଟକରେ ଥିବା ରେଭେନ୍ସା କଲଜିଏଟ ବିଦ୍ୟାଳୟକୁ ପୋଷ୍ୟ ବିଦ୍ୟାଳୟ ଭାବେ ଗ୍ରହଣ କରିଛନ୍ତି ।