ଓଡିଶା

odisha

ETV Bharat / state

ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ମାନସ ମନ୍ଥନ - ଜଗତସିଂହପୁର ଯୁବ କଂଗ୍ରେସ ପକ୍ଷରୁ ମାନସ ମନ୍ଥନ

ଜଗତସିଂହପୁର ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଆଜି ସ୍ଥାନୀୟ ସାରଦା ମଣ୍ଡପ ଠାରେ ମାନସ ମନ୍ଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅଧିକ ପଢନ୍ତୁ...

yuva congress meeting in jagatsinghpur
ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ମାନସ ମନ୍ଥନ

By

Published : Mar 1, 2021, 10:21 PM IST

ଜଗତସିଂହପୁର: ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ମାନସ ମନ୍ଥନ । ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଆଜି ସ୍ଥାନୀୟ ସାରଦା ମଣ୍ଡପ ଠାରେ ମାନସ ମନ୍ଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ମାନସ ମନ୍ଥନ

ଜଗତସିଂହପୁର ଜିଲ୍ଲା ଯୁବ କଂଗ୍ରେସ ସଭାପତି ପ୍ରଶାନ୍ତ ମଲିକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକ, ପୂର୍ବତନ ବିଧାୟକ ତଥା ପିସିସି କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ବାଳ ପ୍ରମୁଖ ଯୋଗ ଦେଇ ଆଗାମୀ ପୌର ନିର୍ବାଚନରେ ସଙ୍ଗଠନକୁ କିପରି ମଜବୁତ କରାଯାଇ ପାରିବ ସେ ନେଇ ଆଲୋଚନା କରିଥିଲେ । ଏହା ସହ ଦଳକୁ ତୃଣମୂଳସ୍ତରରେ କର୍ମୀ ମାନଙ୍କୁ ଏକଜୁଟ କରିବା କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । କଂଗ୍ରେସ କିପରି ବିଜୟ ଲାଭ କରିବ ସମସ୍ତ ଯୁବ କଂଗ୍ରେସ କର୍ମୀଙ୍କୁ ଆହ୍ବାନ ଦେଇଥିଲେ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର,ଇଟିଭି ଭାରତ

ABOUT THE AUTHOR

...view details